ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୭୯,୭୫୨ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୮୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Trending Photos
ଭୁବନେଶ୍ୱର: CoronaVirus in Odisha: ସାରା ରାଜ୍ୟରେ କୋରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ମଙ୍ଗଳବାର ରାଜ୍ୟରେ ଆଉ ୬,୧୬୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୧୦,୨୨୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-୨୪ ଘଣ୍ଟାରେ ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Another 6164 Covid patients have recovered and are being discharged on 04.05.2021
893 from Khordha
781 from Sundargarh
557 from Jharsuguda
448 from Nuapada
342 from Cuttack
320 from Kalahandi
298 from Bargarh
279 from Sambalpur
229 from Nabarangpur
216 from Ganjam— H & FW Dept Odisha (@HFWOdisha) May 4, 2021
37 from Kandhamal
16 from Malkangiri
14 from Boudh
8 from Dhenkanal
179 from State PoolThe total recovered cases of Odisha now stand at 410227
— H & FW Dept Odisha (@HFWOdisha) May 4, 2021
ଅଧିକ ପଢ଼ନ୍ତୁ:-ଆପଣ ମଧ୍ୟ ଏକରୁ ଅଧିକ ବ୍ୟାଙ୍କରେ ଖୋଲିଛନ୍ତି କି ଆକାଉଣ୍ଟ? ତେବେ ହୋଇପାରେ ଏହି ୪ଟି ବଡ କ୍ଷତି
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୭୯,୭୫୨ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୮୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୧୦,୨୨୭ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୬୭,୩୮୪ ସକ୍ରିୟ ସଂକ୍ରମିତ ମାମଲା ରହିଛି ।