Gold-Silver Rate: ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୪,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଅର୍ଥାତ ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି ।
Trending Photos
ନୂଆଦିଲ୍ଲୀ: Gold-Silver Rate: ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୯ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ଘଟିଛି । ଋଷ-ୟୁକ୍ରେନ ଯୁଦ୍ଧ (Russia-Ukraine War) ର ପ୍ରଭାବ ମୂଲ୍ୟବାନ ଧାତୁର ମୂଲ୍ୟ ଉପରେ ପଡ଼ିବାରେ ଲାଗିଛି । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ଅର୍ଥାତ ମଙ୍ଗଳବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୪୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୨୦ ଟଙ୍କା ରହିଛି । ଯାହା ଗତକାଲି ୭,୦୦୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୪,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଅର୍ଥାତ ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୪୦୦ ଟଙ୍କା ଥିଲା ।
ଏହା ବି ପଢ଼ନ୍ତୁ:-ମମତା ବି ମାନିଲେ ବିଜେପିର କୌଣସି ବିକଳ୍ପ ନାହିଁ
ଏହା ବି ପଢ଼ନ୍ତୁ:-ଯଦି ୟୁପି ଏକଜିଟ୍ ପୋଲ୍ ସତ ହୁଏ ତ ସମାଜବାଦୀ ପାର୍ଟି ଓ ଅଖିଳେଶଙ୍କ ପାଇଁ ରହିଛି ୪ଟି ଖୁସି ଖବର
ଏହା ବି ପଢ଼ନ୍ତୁ:-ଜାଣନ୍ତୁ 'ଚେଚେନ ସ୍ପେଶାଲ ଫୋର୍ସ' ବିଷୟରେ, ଯାହାକୁ ୟୁକ୍ରେନର ନେତାମାନଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ ପୁଟିନ!
ଏହା ବି ପଢ଼ନ୍ତୁ:-ରାଜ୍ୟସଭା ଜରିଆରେ ସଂସଦରେ ପହଞ୍ଚିବେ ପ୍ରିୟଙ୍କା! କଂଗ୍ରେସର ରହିଛି ଏହି ପ୍ଲାନ
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୨୦ ଟଙ୍କା ରହିଛି । ଯାହା ଗତକାଲି ୭,୦୦୦ ଟଙ୍କା ଥିଲା ।