ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍
Advertisement

ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । 

ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ରବିବାର ସୁନା ମୂଲ୍ୟ (Gold Price) ରେ କୌଣସି ପରିବର୍ତ୍ତନ ଘଟିନଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଶନିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୭୦ ଟଙ୍କା ରହିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୮୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୭୦ ଟଙ୍କା ରହିଛି । ଶନିବାର ଏହାର ମୂଲ୍ୟ ୪୬,୮୭୦ ଟଙ୍କା ଥିଲା ।

ସେପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଥିବା ବେଳେ ରବିବାର ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୧୦ ଟଙ୍କା ରହିଛି । ଯାହା ଶନିବାର ୬,୭୦୫ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କ'ଣ ଆପଣ ମଧ୍ୟ ମହିଳାଙ୍କୁ ସ୍ୱପ୍ନରେ ଏପରି କାର୍ଯ୍ୟ କରୁଥିବାର ଦେଖନ୍ତି? ତେବେ ଏହା ଶୁଭ ସଙ୍କେତ

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୩୦ ଟଙ୍କା ରହିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୩୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୨୦ ଟଙ୍କା ରହିଛି । ଯାହା ଶନିବାର ଏହାର ମୂଲ୍ୟ ୪୬,୯୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର, ମିଳିବ ଡବଲ ଲାଭ

ଅନ୍ୟପଟେ ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ରବିବାର ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୧୦ ଟଙ୍କା ରହିଛି । ଯାହା ଶନିବାର ୬,୭୦୫ ଟଙ୍କା ଥିଲା ।