Advertisement
Photo Details/zeeodisha/odisha1169835
photoDetails0hindi

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୫୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୬୦ ଟଙ୍କା ଥିଲା ।

1/5

ନୂଆଦିଲ୍ଲୀ: Gold-Silver Rate: ଶୁଭ କାର୍ଯ୍ୟ ଓ ସପିଂ ପାଇଁ ଏକ ଖାସ୍ ମୁହୂର୍ତ୍ତ ଅକ୍ଷୟ ତୃତୀୟ (ମେ ୩) କୁ ଦୃଷ୍ଟିରେ ରଖି ଆଜିକାଲି ବଜାରରେ ଗ୍ରାହକଙ୍କ ଭିଡ଼ ଜମିବାରେ ଲାଗିଛି । ଏଥି ସହିତ ଦାନ ଓ ଧର୍ମ ପାଇଁ ବିଶେଷ ହୋଇଥିବାରୁ ଏହି ଦିନ ବାହାଘର ମଧ୍ୟ ହେବ । ତେଣୁ ଲୋକମାନଙ୍କ ନଜର ସୁନା ଓ ରୁପା ପରି ମୂଲ୍ୟବାନ ଧାତୁର ଦାମ୍ ଉପରେ ରହିଛି । ଆଜି (ଶନିବାର) ଅର୍ଥାତ ଏପ୍ରିଲ ୩୦ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ଅନ୍ୟପଟେ ଗତକାଲି ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଥିଲା ।

2/5

ସେପଟେ ଆଜି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ସ୍ଥିର ରହିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୯୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୯୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୫୫୦ ଟଙ୍କା ଥିଲା ।

3/5

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୫୦ ଟଙ୍କା ରହିଛି । ଯାହା ଗତକାଲି ୬,୪୦୦ ଟଙ୍କା ଥିଲା ।

4/5

ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୫୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୫୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଜିନ୍ସର ରଙ୍ଗ କାହିଁକି ହୋଇଥାଏ ନୀଳ? ଜାଣନ୍ତୁ ଏହା ପଛର କାରଣ

ଏହା ବି ପଢ଼ନ୍ତୁ:-କୌଣସି ତୃତୀୟ ସାମ୍ମୁଖ୍ୟ ଜିତି ପାରିବନି ନିର୍ବାଚନ, ବିଜେପିକୁ ମାତ୍ ଦେବା ପାଇଁ ରହିଛି କେବଳ ଗୋଟିଏ ବିକଳ୍ପ: ପ୍ରଶାନ୍ତ କିଶୋର

5/5

ଭୁବନେଶ୍ୱରରେ ଆଜି ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୫୦ ଟଙ୍କା ରହିଛି । ଯାହା ଗତକାଲି ୬,୪୦୦ ଟଙ୍କା ଥିଲା ।