Advertisement

5th October Weather Report

alt
Weather Update: ପାର୍ବଣ ପୂର୍ବରୁ ବଦଳିଲା ପାଗର ମିଜାଜ୍। ସୃଷ୍ଟ ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କିନ୍ତୁ ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ। ଆଜି ବିଶେଷକରି, ବାଲେଶ୍ଵର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି, ଆସନ୍ତାକାଲି ଉତ୍ତର ଓ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ବର୍ଷ
Oct 5,2024, 20:00 PM IST

Trending news