ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ତମ କିସ୍ତି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାରି କରିଛନ୍ତି। ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ଝାଡ଼ଖଣ୍ଡର ଖୁଣ୍ଟି ଜିଲ୍ଲାସ୍ଥିତ ତାଙ୍କର ଜନ୍ମମାଟିରେ ପହଞ୍ଚି ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ