Advertisement

Bhajan lal sharma

alt
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ୍ ଶର୍ମା। ଆଜି ପୂର୍ବାହ୍ନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି। ଏଥିସହ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ। ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍ ଭାବ ବିଭୋର ହୋଇଥିବା ଗଣମାଧ୍ୟମକୁ କହିଛନ୍ତି। ଓଡିଶା ଏବଂ ରାଜସ୍ଥାନ ବାସୀଙ୍କ ସହ ଦେଶର ମଙ୍ଗଳ ଓ ସମୃଦ୍ଧି ନେଇ ସେ ମହାପ୍ରଭୁଙ୍କ ନିକଟରେ କାମନା କରିଛନ୍ତି। ତେବେ ମହାପ୍ରଭୁଙ୍କ ଆଶୀର୍ବାଦରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶରେ ବିଜେପି ସରକାର ଗଠନ କରିବା ସହ ଓଡ଼ିଶାରେ ମଧ୍ୟ ବିଜେପି ଦ
May 18,2024, 18:39 PM IST
alt
May 4,2024, 16:06 PM IST
Read More

Trending news