Zee Rozgar Samachar

birth anniversary of indira gandhi

ମନେ ପଡନ୍ତି ଇନ୍ଦିରା

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ । ଭାରତର ଜଣେ ଦକ୍ଷ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚାରଣ କରିଛନ୍ତି ସମସ୍ତେ । 

Nov 19, 2019, 08:43 AM IST