Advertisement

Chief Minister naveen Patnaik

alt
ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି ପ୍ରାଣ ପ୍ରତିଷ୍ଠା ପ୍ରକ୍ରିୟା। ମନ୍ତ୍ର ଉଚ୍ଚାରଣ ଓ ଶଙ୍ଖନାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ଆଜି ଅଯୋଧ୍ୟାରେ ୫୦୦ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଭଗବାନ ରାମଲାଲା ନିଜର ଭବ୍ୟ ମନ୍ଦିରରେ ବିରାଜମାନ କରିଛନ୍ତି। ଅଭିଜିତ ମୂହୁର୍ତ୍ତରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଛି। ୮୪ ସେକେଣ୍ଡ ମଧ୍ୟରେ ପ୍ରଧାନମନ୍ତ୍ରୀ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ତେବେ ପବିତ୍ର ମୂହୁର୍ତ୍ତକୁ ଦେଖିବାକୁ ହାତଛଡ଼ା କରିନାହାଁନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାସଭବନରେ ଥାଇ ଟିଭି ସାହାଯ୍ୟରେ ରଘୁବର ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖିଛନ୍ତି । ଦେଖନ୍ତୁ ସେହି ସମୟର ଭିଡିଓ
Jan 22,2024, 13:52 PM IST
alt
Video: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି  ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର  ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତ
Sep 30,2023, 22:15 PM IST
Read More

Trending news