Zee Rozgar Samachar

coronavirus in odisha

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୩୩୦୩ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧,୦୯,୭୮୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୫୧୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Sep 2, 2020, 07:16 PM IST

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୩୪୮୪ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୬ ହଜାର ୫୬୧ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୫୦୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Sep 1, 2020, 07:42 PM IST

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧ ଲକ୍ଷ ୩ ହଜାର ୫୩୬ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୪୯୨ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Aug 31, 2020, 07:05 PM IST

ଓଡ଼ିଶାରେ ୨ କୋରୋନା ଆକ୍ରାନ୍ତ !

କୋରୋନା ଭାଇରସ(Coronavirus)କୁ ନେଇ ଦେଶରେ ଆତଙ୍କ ଦେଖାଦେଇଛି । ନୋଏଡା ପରେ ଆଗ୍ରାରେ କୋରୋନା ଭାଇରସର ୧୩ ଜଣ ସନ୍ଦିଗ୍ଧ ବ୍ୟକ୍ତି ଚିହ୍ନଟ ହୋଇଛି ।

Mar 3, 2020, 05:27 PM IST