राज्य चुनें
Delhi High Court: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ 'ପକେଟ୍ କଟା' ବୋଲି କହିବା ପାଇଁ ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।