Advertisement

Dhauli Gananatya Jatra Party

alt
Jan 24,2024, 16:13 PM IST
alt
କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗିରହିଥିବା ବେଳେ ଦୁଆରଶୁଣି ଘାଟିରେ ପୁଣି ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 10ଜଣ ଗୁରୁତର ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲା ୪୯ନମ୍ବର ଜାତୀୟ ରାଜପଥ ଦୁଆରଶୁଣି ଘାଟିରେ ଚାଲିଛି ଘାଟି ମେଳା। ଏନେଇ ଜାତୀୟ ରାଜପଥ ଭିଡ଼ ରହିଥିବା ବେଳେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର
Jan 24,2024, 13:13 PM IST

Trending news