Advertisement

Dolphin Census

alt
ଭିତରକନିକା ଜାତୀୟ ଉଦ୍ୟାନ ଓ ଗହିରମଥା ସାମୁଦ୍ରିକ ଅଭୟାରଣ୍ୟ ରେ ଆଜିଠାରୁ ଡଲଫିନ୍ ଗଣନା ଆରମ୍ଭ ହୋଇଛି । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲୁ ରହିବ । ଆଜିଠାରୁ ୨୨ତାରିଖ ପର୍ଯ୍ୟନ୍ତ ଚାଲିବ ଡଲଫିନ୍ ଗଣନା । ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ସମୁଦ୍ର ମଧ୍ଯରେ ଏବଂ ଭିତରକନିକା ମଧ୍ଯରେ ଥିବା ନଦୀ ନାଳ ମାନଙ୍କରେ ଡଲଫିନ ଗଣନା କରାଯିବ । ଡଲଫିନ ଗଣନା ପାଇଁ ୯ଟି ଟିମ ଗଠନ କରାଯାଇଛ । ପ୍ରତ୍ୟେକ ଟିମରେ ୩ରୁ ୫ଜଣ ଗଣନାକାରୀ ସାମିଲ ହୋଇଥିବା ବେଳେ ସମୁଦ୍ର ମଧ୍ଯରେ ୫ଟି ଟିମ ଏବଂ ନଦୀ ଓ କ୍ରିକରେ ୪ଟି ଟିମ ଡଲଫିନ ଗଣନା କରିବେ । ଗଣନା ସମୟରେ ବାଇନାକୁଲାର, ଜିପିଏସ, କ୍ୟାମେରା,ହ୍ୟାଣ୍ଡିକ୍ୟାମ ପ୍ରଭୃତି ସାମଗ୍ରୀ ବ୍ଯବହାର କରାଯିବ । ଏହି ଗଣନା ସକାଳ ୬ଟାରୁ ଆରମ୍ଭ ହୋଇ ପାଖାପାଖି ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ବୋଲି
Jan 20,2024, 13:52 PM IST

Trending news