Advertisement

IMD Director

alt
Mar 27,2024, 19:26 PM IST
alt
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରା ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସହ କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜିଠାରୁ ଉପକୂଳରେ ଦିନର ତାପମାତ୍ରା ବଢ଼ିବା ସହ ଭୁବନେଶ୍ୱରରେ ମାର୍ଚ୍ଚ ୩ରେ ତାପମାତ୍ରା ୩୮ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥପଶୁପାଳକ କହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତିରିଂରେ ସର୍ବାଧିକ ୪୭.୨ ମିମି, ରେଢ଼ାଖୋଳରେ ୪୨ ମିମି, ହିନ୍ଦୋଳରେ ୪୦ ମିମି, ବରଗଡ଼ରେ ୩୯ ମିମି ବର୍ଷା ହୋଇଥିଲା । ଏହା ବ୍ୟତୀତ କୋକସରା, ଧାନକୁଦ, ଡାବୁଗାଁ, ଖଜୁରୀପଦା, ହୀରାକୁଦ ସମେତ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣୀ ବର୍ଷା ହୋଇଥିଲା ।
Feb 29,2024, 16:13 PM IST
alt
Dec 22,2023, 16:52 PM IST
alt
Nov 12,2023, 16:13 PM IST
alt
ସଂପ୍ରତି ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
Sep 1,2023, 19:00 PM IST
alt
Aug 20,2023, 16:28 PM IST
Read More

Trending news