Advertisement

Jagatsinghpur news

alt
ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କର ସମର୍ଥକ ମାନଙ୍କ ସହିତ ଏକ ଶୋଭାଯାତ୍ରାରେ ଯାଇ ମା ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହିତ ନିର୍ବାଚନ ମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି ।ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ଜନସାଧାରଣମାନଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଶାନ୍ତ କୁମାର ମୁଦୁଲି ।ସାଧାରଣ ନିର୍ବାଚନକୁ ଆଉ କମ ଦିନ ଥିବା ବେଳେ ପ୍ରଚାର କାର୍ଯ୍ୟକୁ ଜୋରଦାର କରାଯିବ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିପରି ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବ ସେ ସମ୍ପର୍କରେ ଲୋକଙ୍କ ସହିତ ଆଲୋଚନା କରିବା ସହିତ ବିକାଶ ଧାରାରେ ସାମିଲ ହେବାକୁ ଆହ୍ୱାନ ଦେ
Apr 21,2024, 13:13 PM IST
alt
ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବନଖଣ୍ଡ ରେ ଚଳିତବର୍ଷ ର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ଚଳିତ ବର୍ଷ ଜିଲ୍ଲାର ୫ ଟି ସ୍ଥାନରେ ପକ୍ଷୀଗଣନା ଆରମ୍ଭ ହୋଇଥିବା ବେଳେ ସବୁଠୁ ଅଧିକ ପକ୍ଷୀ ପାରାଦୀପ ପିପିଏଲ୍ ପରିସର ମଧ୍ୟରେ ଚିହ୍ନଟ ହୋଇଥିବା ଜଣାପଡିଛି। ତେବେ ସକାଳୁ ଘନ କୁହୁଡି ହୋଇଥିଲେ ମଧ୍ୟ ପାରାଦୀପ ପିପିଏଲ୍ ପରିସର ମଧ୍ୟରେ ପକ୍ଷୀ ଗଣନା ଆରମ୍ଭ ହୋଇଥିଲା। ପ୍ରତିବର୍ଷ ଶୀତ ଋତୁ ରେ ଦେଶବିଦେଶରୁ ବିଭିନ୍ନ ପ୍ରଜାତିର ପକ୍ଷୀ ମାନଙ୍କର ଆଗମନରେ ପାରାଦୀପ ପିପିଏଲ୍ ସାର କାରଖାନା ପରିସର ସୌନ୍ଦର୍ଯ୍ୟ ଭରା ପରିବେଶ ସୃଷ୍ଟି ହେଉଛି। ଏହି ବିଦେଶାଗତ ପକ୍ଷୀ ମାନେ କିପରି ସୁସ୍ଥ ପରିବେଶ ରେ ଜୀବନଯାପନ କରି ପାରିବେ ଏଥି ନେଇ କମ୍ପାନୀ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ସାଧାରଣ ତଃ କମେନଟିଲ, ଭିଜେନ ଡକ୍, ନରଦେନ ପି
Jan 7,2024, 13:26 PM IST

Trending news