Advertisement

Khordha News

alt
ପୁଣିଥରେ ମୋ ବସ୍ ଦୁର୍ଘଟଣା ସାମ୍ନାକୁ ଆସିଛି । ଖୋର୍ଦ୍ଧା ପିତାପଲ୍ଲୀ ନିକଟରେ ବସଟି ଏକ ନାଳ ମଧ୍ୟରେ ପସିଯାଇଛି । ଭାରସାମ୍ୟ ହରାଇବା କାରଣରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ବସରେ ଅନେକ ଯାତ୍ରୀ ଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଫଳରେ ୧୫ରୁ ୨୦ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ଅନେକ ସମୟରେ 'ମୋ ବସ୍' ଦୁର୍ଘଟଣା ଘଟାଉଥିବା ଚିତ୍ର ସାମ୍ନାକୁ ଆସୁଛି । ନିକଟରେ ରାଜଧାନୀରେ 'ମୋ ବସ୍' ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି କ୍ଷତିଗ୍ରସ୍ତ ହୋଇଥିଲା । ସୌଭାଗ୍ୟବଶତଃ ଅଟୋଟି ଦୁର୍ଘଟଣାର ସମ୍ମୁକୀନ ହେବା ପୂର୍ବରୁ ଯାତ୍ରୀମାନେ ଅଟୋରୁ ଓହ୍ଲାଇ ପଡିଥିଲେ । ସେହିପରି ଫେବୃଆରୀ ୪ ତାରିଖ ଦିନ ରାତି ୮ଟା ସମୟରେ ଶିଖରଚଣ୍ଡୀ ବିହାର ନିକଟରେ ଜଣେ
Apr 6,2024, 15:26 PM IST
Read More

Trending news