Advertisement

Maa laxmi

alt
ଆଜି ଆଷାଢ଼ ଶୁକ୍ଲପକ୍ଷ ଷଷ୍ଠି ତିଥି । ଏହି ତିଥିରେ ମହାପ୍ରଭୁଙ୍କ ହେରାପଞ୍ଚମୀ ନୀତି ଆଜି ରାତ୍ରରେ ଅନୁଷ୍ଠିତ ହେବ। ଜନ୍ମବେଦୀ ଗୁଣ୍ଡିଚାମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା। ଅଭିମାନିନୀ ମା ମହଲଷ୍ମୀ ନନ୍ଦିଘୋଷ ରଥର ଖଣ୍ଡେ କାଠ ଭାଙ୍ଗିବେ। ମହାପ୍ରଭୁଙ୍କ ଦର୍ଶନ ନ ପାଇ ରାଗ ଜର୍ଜରିତା ମା ମହାଲଷ୍ମୀ ଅଧର ଚୁମ୍ବିତ ଆଜ୍ଞାମାଳ ପାଇ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେପଟେ ଆସନ୍ତାକାଲି ଗୁଣ୍ଡିଚା ମନ୍ଦିରରେ ସକାଳଧୂପ ପରେ ଆଜ୍ଞାମାଳ ଆସି ତିନି ରଥର ଦକ୍ଷିଣମୋଡ କରାଯିବ। ସେଥିପାଇଁ ରଥର ସାମାନ୍ୟ ମରାମତି କରାଯାଇଛି। ଅନ୍ୟପଟେ ଆସନ୍ତା। ୧୪ ତାରିଖ ରବିବାର ନବମୀ ସଂଧ୍ୟା ଦର୍ଶନ ଉପଲକ୍ଷେ ସକାଳୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଆଡପମଣ୍ଡପରେ ଭକ୍ତ କରିପାରିବେ ଦର୍ଶନ। ସେପଟେ ଆଜି ମଧ୍ୟ ଶରଧାବାଲିରେ ପ୍ରବଳ ଗହଳି ଦ
Jul 11,2024, 20:13 PM IST
Read More

Trending news