Advertisement

Mamata Nanda Video

alt
ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ ଶିରୋନାମାରେ ରହିଛନ୍ତି ଅଭିନେତା । ମନୋଜ ମିଶ୍ର ବର୍ତ୍ତମାନ ଦ୍ୱିତୀୟ ବିବାହ କରିଛନ୍ତି । ସେ ତାଙ୍କ ଦୀର୍ଘ ଦିନର ଗାର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ସାତ ଜନ୍ମର ସାଥୀ କରିଛନ୍ତି । ଉଭୟ ବର୍ତ୍ତମାନ ସୋସିଆଲ ମିଡିଆରେ ନିଜର ବିବାହର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି । ଯାହା ଏବେ ଖୁବ ଭାଇରାଲ ହେଉଥିବା ବେଳେ ଉଭୟଙ୍କୁ ଫ୍ୟାନ୍ସ ସମେତ ସେଲିବ୍ରିଟି ତାଙ୍କୁ ଶୁଭକାମନା ଜଣାଇଛନ୍ତି । ସେପଟେ ମନୋଜ ମିଶ୍ରଙ୍କୁ କେତେ ଭଲ ପାଆନ୍ତି ଦ୍ୱିତୀୟ ପତ୍ନୀ ମମତା ନନ୍ଦ, ଏକ ରିଲ୍ସ ମାଧ୍ୟମରେ ସେ ଜଣାଇଛନ୍ତି। ବିବାହର କିଛି ସମୟ ପରେ ସେ ନିଜେ ଏହି ଭିଡିଓ ସୋସିଆଲ ମିଡିଆରେ ସେୟାର କରି
Sep 8,2024, 8:24 AM IST

Trending news