Advertisement

Manoj Mihsra

alt
ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ ଶିରୋନାମାରେ ରହିଛନ୍ତି ଅଭିନେତା । ମନୋଜ ମିଶ୍ର ବର୍ତ୍ତମାନ ଦ୍ୱିତୀୟ ବିବାହ କରିଛନ୍ତି । ସେ ତାଙ୍କ ଦୀର୍ଘ ଦିନର ଗାର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ସାତ ଜନ୍ମର ସାଥୀ କରିଛନ୍ତି । ଉଭୟ ବର୍ତ୍ତମାନ ସୋସିଆଲ ମିଡିଆରେ ନିଜର ବିବାହର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି । ଯାହା ଏବେ ଖୁବ ଭାଇରାଲ ହେଉଥିବା ବେଳେ ଉଭୟଙ୍କୁ ଫ୍ୟାନ୍ସ ସମେତ ସେଲିବ୍ରିଟି ତାଙ୍କୁ ଶୁଭକାମନା ଜଣାଇଛନ୍ତି । ହେଲେ ନିଜ ଇନଷ୍ଟାଗ୍ରାମରେ ମନୋଜ ଏକ ଭିଡିଓ ସେୟାର କରିଛନ୍ତି। ଏହି ଭିଡିଓ ରେ ସେ ନିଜେ କାର୍ ଚଳାଉଛନ୍ତି ହେଲେ ରାସ୍ତା ସାମ୍ନାରେ ଗାଇଗୋରୁ ପଲ ଦେଖି ସେ ଜିଲ୍ଲା ପ୍ରଶାସନକୁ ପ୍ରଶ୍ନ ପଚା
Sep 5,2024, 13:31 PM IST

Trending news