ମହମ୍ମଦ ଜୟନ୍ତୀ ପାଇଁ ଭଦ୍ରକ ପ୍ରସ୍ତୁତ
ଏ ନେଇ ପ୍ରସ୍ତୁତି ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସୁରକ୍ଷା କୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
Nov 9, 2019, 01:02 PM IST