painting workshop

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ସନ୍ଥ କବି ଭୀମ ଭୋଇ ଚିତ୍ର କର୍ମଶାଳା

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସଭା କକ୍ଷରେ  ସନ୍ଥ କବି ଭୀମ ଭୋଇ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ଏକ ଚିତ୍ରକଳା କର୍ମଶାଳା ଆୟୋଜିତ ହୋଇଯାଇଛି।

Apr 10, 2021, 04:58 PM IST