Advertisement

Rathakhala

alt
ଆଜି ଅନବସର ବା ଅଣସରର ଦ୍ଵିତୀୟ ଦିନ । ଥଣ୍ଡା ଜ୍ୱରରେ ପୀଡିତ ମହାବାହୁ। ଜ୍ୱର ଉପଶମ ପାଇଁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ ଦଇତାପତି ସେବକ ମାନେ ଦିନରାତି ଲାଗି ପଡିଛନ୍ତି। ଆଜି ଶ୍ରୀଜୀୟୁଙ୍କଶ୍ରୀକ ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରୁଛନ୍ତି ଦଇତାପତି ସେବାୟତ । ୪୨ ଦିନର ନରେନ୍ଦ୍ର ଶୀତଳ ଉପଚାର ଚନ୍ଦନ ଯାତ୍ରା ଏବଂ ପରେ ଜ୍ୟେଷ୍ଠ ପୂର୍ଣ୍ଣିମାରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା କରି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଜ୍ବରର ଖଇଫୁଟା ତାତି ।ତେଣୁ ସାଆନ୍ତଙ୍କୁ ସୁସ୍ଥ କରିବା ପାଇଁ ଆରମ୍ଭ ହୋଇଛି ଗୁପ୍ତ ଉପଚାର ।କୋଠସୁଆଁସିଆ ମାନଙ୍କ ଦ୍ଵାରା ବନ୍ଧା ଯାଇଥିବା ଅଣସର ତାଟି ଭିତରେ ରୁନ୍ଧା ହୋଇଛନ୍ତି ଶ୍ରୀବିଗ୍ରହ।ଗୁପ୍ତରେ ଅନ୍ଧାରରେ ଶ୍ରୀଜୀଉଙ୍କ ଶୁଶ୍ରୁଷାରେ ଲାଗିପଡିଛନ୍ତି ଦଇତାପତି ସେବାୟତ। ଚନ୍ଦନ ଅର୍ଗଳି ନିକଟସ୍ଥ ଅଣସର ଘରେ ତ
Jun 24,2024, 17:00 PM IST

Trending news