second wave of covid 19

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୫,୬୯୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Sep 21, 2021, 09:49 AM IST

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୫୬ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୮ ହଜାର ୪୯୩କୁ ବୃଦ୍ଧି ପାଇଛି । 

Sep 20, 2021, 09:36 AM IST

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୦୯ ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୪ ଲକ୍ଷ ୮୮ ହଜାର ୮୪୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୪୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

Sep 19, 2021, 09:53 AM IST

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୧ ସଂକ୍ରମିତ

Coronavirus in India: ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୧୭ ପର୍ଯ୍ୟନ୍ତ ସାରା ଦେଶରେ ୭୯ କୋଟି ୩୩ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । 

Sep 18, 2021, 10:15 AM IST

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୪ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୧୫,୮୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Sep 15, 2021, 09:47 AM IST

କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର

Coronavirus in India: ଭାରତରେ ସେପ୍ଟେମ୍ୱର ୯ରୁ କୋରୋନା ଭୂତାଣୁ ମାମଲାରେ ହ୍ରାସ ଘଟିବାରେ ଲାଗିଛି । ନୂଆ ମାମଲାରେ ଲଗାତର କମି ରେକର୍ଡ କରାଯାଉଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୪୦୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩

Sep 14, 2021, 09:29 AM IST

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

Coronavirus in India: ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୬ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

Sep 13, 2021, 09:59 AM IST

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ୩୦୮ ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଭାରତରେ କୋରୋନା ଭୂତାଣୁର ପ୍ରକୋପ ଥମିବାର ନାଁ ନେଉଁନାହିଁ । ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । 

Sep 11, 2021, 10:12 AM IST

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୨୬୦ ସଂକ୍ରମିତ

Coronavirus in India: ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୧ ଲକ୍ଷ ୭୪ ହଜାର ୯୫୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୩ ଲକ୍ଷ ୪୨ ହଜାର ୨୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୦ ହଜାର ୬୪୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୨ ହଜାର ୦୦୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

Sep 10, 2021, 10:08 AM IST

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୬୯ ସଂକ୍ରମିତ

Coronavirus in India: ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୮୭୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । 

Sep 8, 2021, 09:41 AM IST

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍!

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । 

Sep 7, 2021, 09:54 AM IST

ଆଶ୍ୱସ୍ତିକର ଖବର: ୫ ଦିନ ପରେ ଦେଶରେ ୪୦ ହଜାରରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୨୬,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୨ ଲକ୍ଷ ୭ ହଜାର ୮୩୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୪୯୬ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

Sep 6, 2021, 09:46 AM IST

Coronavirus update: ଦେଶରେ ୪୨ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus update india: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ହଜାର ୬୧୮ ଟି ନୂଆ କରୋନା ମାମଲା ଚିହ୍ନଟ ହୋଇଛି । ଏହି ସମୟରେ ୩୩୦ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ଜାଣନ୍ତୁ ଆଜି ଦେଶର କୋରୋନାର ସ୍ଥିତି କ’ଣ ରହିଛି ।

Sep 4, 2021, 10:56 AM IST

ଦେଶରେ ହୋଇସାରିଛି ତୃତୀୟ ଲହରର ଏଣ୍ଟ୍ରି? ପୁଣି ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଅଧିକ ମାମଲା, ମୃତ୍ୟୁ ବରଣ କଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୩୨,୦୯୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୧ ଲକ୍ଷ ୨୨ ହଜାର ୧୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୧୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । କେରଳରେ ସଂକ୍ରମଣ ଦର ୧୮.୪୧ ପ୍ରତିଶତ ହୋଇଯାଇଛି ।

Sep 3, 2021, 09:52 AM IST

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୭ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ମଙ୍ଗଳବାର ୩୨,୮୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୯୦ ହଜାର ୩୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୯୬୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

Sep 2, 2021, 09:42 AM IST

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ମଙ୍ଗଳବାର ୩୦,୨୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୫୭ ହଜାର ୨୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୭୮୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

Sep 1, 2021, 10:03 AM IST

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର!

Coronavirus in India: ସୋମବାର ୧୯,୬୨୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୨୭ ହଜାର ୦୩୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୬୭୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

Aug 31, 2021, 09:46 AM IST

ଟେନସନ୍ ବଢ଼ାଉଛି କୋରୋନା: ଦେଶରେ ପୁଣି ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ୱାର୍ଲ୍ଡମିଟର ୱେବସାଇଟ୍ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ବିଶ୍ୱରେ ଭାରତରେ ସର୍ବାଧିକ କୋରୋନା ମାମଲା ଚିହ୍ନଟ ହୋଇଛି ।

Aug 30, 2021, 09:54 AM IST

ଦେଶରେ ବଢ଼ିଲା ତୃତୀୟ ଲହର ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୬ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି....

Coronavirus Today: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୭୫୯ ଟି ନୂଆ କୋରୋନା ମାମଲା ଚିହ୍ନଟ ହୋଇଛି । ଏହି ସମୟରେ ୫୦୯ ଜଣ କୋରୋନା ସଂକ୍ରମିତଙ୍କର ମୃତ୍ୟୁ ମଧ୍ୟ ହୋଇଛି । ଜାଣନ୍ତୁ କ'ଣ ରହିଛି ଆଜି ଦେଶରେ କୋରୋନାର ସ୍ଥିତି ।

Aug 28, 2021, 11:46 AM IST

ଦେଶରେ ଲଗାତର ଦ୍ୱିତୀୟ ଦିନ ଚିହ୍ନଟ ହେଲା ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା, ଏତିକି ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୦୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

Aug 27, 2021, 10:03 AM IST