Advertisement

Srimandira 

alt
ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ବେଳାଭୂମିରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି।ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଭିଜୁଆଲ କୁ ଦେଖିଲେ ଅନୁମାନ କରାଯାଉଛି। ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ବେଳାଭୂମିରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନଥିବା ବେଳେ ଏ ଦୃଶ୍ୟ ସମସ୍ତଙ୍କୁ ବ୍ୟଥିତ କରିଛି। ବେଳାଭୂମିର ମହାପ୍ରଭୁଙ୍କ ମୂର୍ତ୍ତି ଭାସୁଥିବାର ଦେଖି କିଛି ପର୍ଯ୍ୟଟକ ମୂର୍ତ୍ତିକୁ ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି ପର୍ଯ୍ୟଟକ ମାନେ ସେଲଫି ନେଉଛନ୍ତି। ବେଳାଭୂମିରୁ ମହାପ୍ରଭୁଙ୍କ ମୂର୍ତ୍ତିକୁ ଉଦ୍ଧାର ସମୟରେ ସେଲଫି ନବା ଦୃଶ୍ୟକୁ ସମସ୍ତଙ୍କ ଭାବ
Dec 25,2025, 16:52 PM IST
alt
ଦୀର୍ଘ ୫୩ବର୍ଷ ପରେ ହେଲା ମହାପ୍ରଭୁଙ୍କ ବିରଳ ରଥଯାତ୍ରା। ଦୁଇଦିନ ଧରି ରଥରେ ମହାପ୍ରଭୁ ଯାତ୍ରା କଲେ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ଅପରାହ୍ନ ପ୍ରାୟ ୪.୫୯ ମିନିଟରେ ବଡଦାଣ୍ଡରେ ଶ୍ରୀଗୁଣ୍ଡିଚା ଅଭିମୁଖେ ଗଡିଥିବା ମହାପ୍ରଭୁଙ୍କ ଦିବ୍ଯରଥ ଗତକାଲି ଅପରାହ୍ନ ୨.୩୫ରେ ସିଂହଦ୍ଵାର ଚକଡାରେ ପହଞ୍ଚିଥିଲା। ଦୁଇଦିନିଆ ଯାତ୍ରାରେ କ୍ଳାନ୍ତ ହୋଇପଡିଛନ୍ତି ମହାପ୍ରଭୁ। ରଥ ଉପରେ ଚାଲିଛି ମହାପ୍ରଭୁଙ୍କ ସମସ୍ତ ନିତିକାନ୍ତି। ଆଜି ସଂନ୍ଧ୍ୟା ଧୂପ ପରେ ଗୋଟି ପହଣ୍ଡିରେ ଆଡପମଣ୍ଡପକୁ ବିଜେ କରିବେ ମହାବାହୁ। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ରଥାରୂଢ ଶ୍ରୀଜୀୟୁ ମାନଙ୍କୁ ଦିବ୍ଯ ଦର୍ଶନ କରୁଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ। ନିଜ ଯନ୍ମମାଟିରେ ପହଞ୍ଚିବା ପରେ ସମଗ୍ର ଅଞ୍ଚଳ ଏବେ ଦିବ୍ଯମୟ ହୋଇଯାଇଛି। ଆଜି ସକାଳୁ ସକାଳୁ ରଥାରୂଢ ଶ୍ରୀଜୀୟୁଙ୍କ ନି
Jul 9,2024, 15:13 PM IST
View More

Trending news