Advertisement

Sundergarh Dhanuyatra

alt
ସମ୍ବଲପୁରୀ ଧନୁଯାତ୍ରାର ଦ୍ୱିତୀୟ ଦିବସରେ ମହାପ୍ରତାପି ମହାରାଜ କଂସ ନଗର ଭ୍ରମଣ କରି ଫେରିବା ପରେ ସନ୍ଧ୍ୟାରେ ରାଜ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ରଙ୍ଗ ସଭା ରେ ଗୀତ ସଂଗୀତ ସହ ସମ୍ବଲପୁରୀ ନାଚ ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା |ତା ପରେ ଦେବକୀ ର ଅଷ୍ଟମ ଗର୍ଭ ମଥୁରାରେ ଶ୍ରୀକୃଷ୍ଣ ଜନ୍ମ ସହ ଗୋପପୁରକୁ ପ୍ରେରଣ କରାଯାଇଥିଲା। ଏଥିପାଇଁ ଗୋପପୁରରେ ଆନନ୍ଦ ଉଲ୍ଲାସ ପ୍ରକାଶ ପାଇବା ସହିତ ଧାର୍ମିକ ମନୋଭାବରେ ଗୋପପୁର ପ୍ରକମ୍ପିତ ହୋଇ ଥିଲା।ଏହି ଖବର ପ୍ରସାରିତ ହେବା ପରେ ଟାମ୍ପରସରାର ପିଙ୍କି ପଣ୍ଡା ଓ ବରାହମୁଣ୍ଡାର ପୁଷ୍ପା ବନଛୋର ଗୋପପୁରେ ପହଞ୍ଚି ସଂକିର୍ତ୍ତନ ପରିବେଷଣ କରିଥିଲେ। ସେପଟେ ମଥୁରାନଗରୀରେ ଶ୍ରୀକୃଷ୍ଣ ଜନ୍ମ ପରେ ଗୋପପୁର ପ୍ରେରଣ ଓ ବିଜୁଳି କନ୍ୟା ଆବିର୍ଭାବ ଦୃଶ୍ୟ ଦର୍ଶକ ମହଳରେ ଅପୂର୍ବ ଆଧ୍ୟା
Mar 8,2024, 15:26 PM IST

Trending news