Advertisement

Weather report today

alt
ଆସୁଛି ଆଉ ଏକ ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ ଟି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ ଘଡି ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ କିଛି ଜିଲ୍ଲାକୁ ଆଜି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି , ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ର
Sep 24,2024, 19:13 PM IST
alt
Jul 9,2024, 8:41 AM IST
View More

Trending news