୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

ଅଗ୍ନିଶମ ବିଭାଗ, ଓଡ୍ରାଫ୍‌, ନାଭାଲ ଟିମ୍‌ ଓ ସ୍କୁବା ଡାଇଭର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ଓମଙ୍କୁ ଉଦ୍ଧାର କରାଯାଇ ପାରିନଥିଲା। ପରେ କ୍ୟାମେରା ଓ ରୋବଟ୍‌ ମଧ୍ୟ ଓମଙ୍କୁ ଖୋଜିବାରେ ବିଫଳ ହୋଇଥିଲା।

୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

About the Author