ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଆସିଲା ଆଜ୍ଞାମାଳ

Ratnabhandara: ଗତକାଲି ସନ୍ଧ୍ୟାରେ ରାଜ୍ୟ ସରକାର ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ଏହି ଏସ୍‌ଓପି ଆଧାରରେ ଶୁଭ ବେଳା ଦେଖି ଆଜି ରତ୍ନଭଣ୍ଡାର ତାଲା ଖୋଲାଯିବ। ଦିନ ୧ଟାରୁ ସାଢ଼େ ୧ଟା ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯୋଜନା କରାଯାଇଛି।

ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଆସିଲା ଆଜ୍ଞାମାଳ

About the Author