• ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଆତ୍ମହୁତି ଉଦ୍ୟମ
  • ଦେହରେ କିରାସିନି ଢାଳି ନିଆଁ ଲଗାଇ ମାଆ, ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ଦଶମ ଅଫଲାଇନ ପରୀକ୍ଷା ଫର୍ମପୂରଣରୁ ବାଦ ପଡ଼ିବାରୁ ପଦକ୍ଷେପ
  • କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ
  • ଆଜି ବିଶ୍ୱ ପ୍ରାକୃତିକ ସଂରକ୍ଷଣ ଦିବସ
  • ଆଜିଠୁ ଅଗଷ୍ଟ ୩ ଯାଏ ମାଓବାଦୀଙ୍କ ସହିଦ ସପ୍ତାହ
  • ଦେଶରେ ଦିନକରେ ୪୩ ହଜାର ୬୭୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୬୪୦ ଜଣଙ୍କ ଜୀବନ
  • ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ
  • ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତି କରିବ

ପରଲୋକରେ ଓଲିଉଡ଼ ଗାୟିକା ତପୁ ମିଶ୍ର

ଆଉ ନାହାନ୍ତି ଓଲିଉଡ଼ ଗାୟିକା ତପୁ ମିଶ୍ର। ରାତି  ୧୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କୋଭିଡ ପରବର୍ତ୍ତୀ ଜଟିଳତାରେ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। 

ପରଲୋକରେ ଓଲିଉଡ଼ ଗାୟିକା ତପୁ ମିଶ୍ର
ଫାଇଲ ଫଟୋ

ଭୁବନେଶ୍ୱର: ଆଉ ନାହାନ୍ତି ଓଲିଉଡ଼ ଗାୟିକା ତପୁ ମିଶ୍ର। ରାତି  ୧୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କୋଭିଡ ପରବର୍ତ୍ତୀ ଜଟିଳତାରେ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ତାଙ୍କ ସ୍ବାସ୍ଥ୍ୟର ଉନ୍ନତି ଲାଗି ଓଲିଉଡ଼ର ଜଣାଶୁଣା ଅଭିନେତା, କଳାକାର ଓ ଗାୟକ ପ୍ରମୁଖ ପ୍ରାର୍ଥନା କରିଥିଲେ। ହେଲେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।