• ରାଜ୍ୟର ମାଆ ଓ ଝିଅମାନଙ୍କୁ ରଜ ପର୍ବର ଶୁଭେଚ୍ଛା ଜଣାଇଲେ ନବୀନ
  • ରଜପର୍ବ ଉପଲକ୍ଷେ କାଲିଠୁ ୩ଟି ସହରରେ ଆରମ୍ଭ ହେବ ପିଠା ଅନ୍‌ ହ୍ବିଲ୍‌
  • ଭୁବନେଶ୍ବର, ସମ୍ବଲପୁର ଓ କଟକରେ ସୁଲଭ ଦରରେ ମିଳିବ ଓଡ଼ିଆ ପିଠା
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୩,୩୦୩ ଜୀବନ
  • ଦେଶରେ ଦିନକରେ ୮୦ ହଜାର ୮୩୪ କୋରୋନା ଆକ୍ରାନ୍ତ ଚିହ୍ନଟ
  • ରାଜ୍ୟରେ ଦିନକରେ ଆଉ ୪ ହଜାର ୪୬୯ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଜୁନ୍ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
  • ଦୂରଦର୍ଶନରେ ପାଠପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ
  • ଆଜି ସାରା ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
  • ୧୨ ଘଣ୍ଟା ଭିତରେ ପୁରା ରାଜ୍ୟରେ ମୌସୁମୀ ବର୍ଷା

ଆଜିର ରାଶିଫଳ: ଏହି ରାଶି ପାଇଁ ଅଶୁଭ ରହିପାରେ ରବିବାର

ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।  

ଆଜିର ରାଶିଫଳ: ଏହି ରାଶି ପାଇଁ ଅଶୁଭ ରହିପାରେ ରବିବାର
ପ୍ରତିକାତ୍ମକ ଫଟୋ

ମେଷ: ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।  

ବୃଷ: ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ସହ କାର‌୍ୟ୍ୟ ତୁଳାଇବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

ମିଥୁନ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

Also Read: ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ୧୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ସଂକ୍ରମିତ

କର୍କଟ: ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।  

ସିଂହ: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର‌୍ୟ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

 କନ୍ୟା: ଦୃଢମନୋବଳ ଯୋଗୁଁ ପ୍ରତିଟି କାର‌୍ୟ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର‌୍ୟ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । 

Also Read: କୋରୋନାରୁ ଲଢେଇ ପାଇଁ ଗୁରୁମନ୍ତ୍ର ଦେଲେ କାଞ୍ଚିପୀଠ ଶଙ୍କରାଚାର୍ଯ୍ୟ ଓ ବିଶିଷ୍ଟ ନୃତ୍ୟାଙ୍ଗନା

 

ତୁଳା: ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ  

ବିଛା: ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।  

ଧନୁ: ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ । 

Also Read: ଅନ୍ୟ ଜାତିରେ ବିବାହର ଦଣ୍ଡ: ପରିବାର ବାସନ୍ଦ, ମହିଳାଙ୍କୁ ଲକ୍ଷେ ଜରିମାନା ସହ ୫ ଜଣଙ୍କ ଛେପ ଚାଟିବାକୁ ନିର୍ଦ୍ଦେଶ

ମକର: ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।  

କୁମ୍ଭ: କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।  

ମୀନ: ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ