ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ରବିବାର?
Advertisement

ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ରବିବାର?

ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ । ବ୍ୟବସାୟରେ ଉତ୍ତମ ଲାଭ ପାଇବେ ।  

ପ୍ରତିକାତ୍ମକ ଫଟୋ

ମେଷ: ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବ୍ୟବସାୟ ଆଶାନୁରୂପକ ହେବ । ଖର୍ଚ୍ଚାନ୍ତ ହେବେ । ଉଦାର ଚିତ୍ତ ତଥା ଦୟାଳୁ ସ୍ୱଭାବର ହେବେ । 

ବୃଷ: ଶାରୀରିକ ସୁସ୍ଥତା ଲାଭ କରିବେ । ସମସ୍ତ ବକେୟା କାର୍ଯ୍ୟକୁ ଆଜି ସଂପୂର୍ଣ୍ଣ କରିବେ । ହଠାତ୍ ଧନ ଆଗମନର ସୂଚନା ମିଳୁଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାରରେ ହସ ଖୁସିର ଲହରୀ ରହିବ । 

ମିଥୁନ: ପରିଶ୍ରମ ଅନୁଯାୟୀ ଫଳ ମିଳିବ । ଅପରିଚିତ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କ୍ରୀଡାବିତ୍‌ଙ୍କ ପାଇଁ ଦିନଟି ଶୁଭଫଳ ଦେବ । ବ୍ୟବସାୟ ଭଲ ହେବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠ ହେବେ । 

କର୍କଟ: ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କୌଣସି ନୂତନ ଦ୍ରବ୍ୟ କ୍ରୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖ ସମୃଦ୍ଧି ବଜାୟ ରହିବ । ପରୋପକାର କରି ଆତ୍ମସନ୍ତୋଷ ପାଇବେ ।  

Also Read: ଲଘୁଚାପ ଓ ମୌସୁମୀ ସକ୍ରିୟ, ଆସନ୍ତା ତିନି ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

 

ସିଂହ:  ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ । ବ୍ୟବସାୟରେ ଉତ୍ତମ ଲାଭ ପାଇବେ ।  

କନ୍ୟା: ଦେହ ଓ ମନ ଭଲ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ବକେୟା କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଆହୁରି ବିଳମ୍ବ ହେବ । ବିଦ୍ୟାର୍ଥୀମାନେ ଖେଳ ପ୍ରିୟ ହେବେ । ମହିଳାମାନେ ଗୃହ ନିପୁଣା ହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ । 

ତୁଳା: କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା ବିଫଳ ହେବ  

ବିଛା:  ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ । ଚିଡିଚିଡା ସ୍ୱଭାବର ହେବେ । 

Also Read: ରଥ ଖଳାରେ ଜୋରସୋରରେ ଚାଲିଛି ନିର୍ମାଣ କାର୍ଯ୍ୟ; ସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ଜୋରଦାର

ଧନୁ: ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ ।  

ମକର: ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ଅର୍ଥ ଆଗମନର ସୂଚନା ମିଳୁଛି । ବୁଝି ବିଚାରି ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ ।  

କୁମ୍ଭ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।    

ମୀନ: ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ । କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ । ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ ।