Horoscope 15 November 2024: ୧୫ ନଭେମ୍ବରରେ ଦେବୀ ଲକ୍ଷ୍ମୀ ଚମକାଇବେ ଏହି ସବୁ ରାଶିର ଭାଗ୍ୟ, ପଢ଼ନ୍ତୁ ନିଜର ରାଶିଫଳ

Written ByJagdish Barik
Published: Nov 14, 2024, 07:12 PM IST|Updated: Nov 14, 2024, 07:13 PM IST

Rashifal 15 November 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶି ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଏବଂ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ୧୫ ନଭେମ୍ବର ୨୦୨୪ ହେଉଛି ଶୁକ୍ରବାର। ହିନ୍ଦୁ ଧର୍ମରେ ଶୁକ୍ରବାର ଦିନ ଦେବୀ ଲକ୍ଷ୍ମୀ ଉତ୍ସର୍ଗ କରାଯାଇଛି। ଏହି ଦିନ ଦେବୀ ଲକ୍ଷ୍ମୀଙ୍କୁ ରୀତିନୀତି ଅନୁଯାୟୀ ପୂଜା କରାଯାଏ। ଜାଣନ୍ତୁ କେଉଁ ରାଶି ୧୫ ନଭେମ୍ବର ୨୦୨୪ ରେ ଲାଭବାନ ରହିବେ ଏବଂ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।

 

Horoscope 15 November 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶି ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଏବଂ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ୧୫ ନଭେମ୍ବର ୨୦୨୪ ହେଉଛି ଶୁକ୍ରବାର। ହିନ୍ଦୁ ଧର୍ମରେ ଶୁକ୍ରବାର ଦିନ ଦେବୀ ଲକ୍ଷ୍ମୀ ଉତ୍ସର୍ଗ କରାଯାଇଛି। ଏହି ଦିନ ଦେବୀ ଲକ୍ଷ୍ମୀଙ୍କୁ ରୀତିନୀତି ଅନୁଯାୟୀ ପୂଜା କରାଯାଏ। ବିଶ୍ୱାସ ରହିଛି ଯେ ଏହି ଦିନ ଦେବୀ ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କଲେ ଜୀବନରେ ଦୁଃଖ କଷ୍ଟ ଦୂର ହୁଏ ଏବଂ ସୁଖ ସମୃଦ୍ଧି ଆସିଥାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ୧୫ ନଭେମ୍ବର କେତେକ ରାଶି ପାଇଁ ଅତ୍ୟନ୍ତ ଶୁଭ ହେବାକୁ ଯାଉଥିବାବେଳେ ଅନ୍ୟମାନଙ୍କୁ ଜୀବନରେ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ତେବେ ଜାଣନ୍ତୁ କେଉଁ ରାଶି ୧୫ ନଭେମ୍ବର ୨୦୨୪ ରେ ଲାଭବାନ ରହିବେ ଏବଂ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।