Horoscope 18 July 2024: ୧୮ ଜୁଲାଇରେ ଭଗବାନ ବିଷ୍ଣୁ ଚମକାଇବେ ଏହି ସବୁ ରାଶିର ଭାଗ୍ୟ, ପଢ଼ନ୍ତୁ ନିଜର ରାଶିଫଳ

Written ByJagdish Barik
Published: Jul 17, 2024, 06:55 PM IST|Updated: Jul 17, 2024, 06:58 PM IST

Rashifal 18 July 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ଜାଣନ୍ତୁ କେଉଁ ରାଶି ୧୮ ଜୁଲାଇ ୨୦୨୪ ରେ ଉପକୃତ ହେବେ ଓ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।

 

Horoscope 18 July 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ୧୮ ଜୁଲାଇ ୨୦୨୪ ଗୁରୁବାର ଅଟେ। ଗୁରୁବାର ଦିନ ଭଗବାନ ବିଷ୍ଣୁଙ୍କୁ ପୂଜା କରିବାର ପରମ୍ପରା ରହିଛି। ଧାର୍ମିକ ବିଶ୍ୱାସ ଅନୁଯାୟୀ ଏହି ଦିନ ଭଗବାନ ବିଷ୍ଣୁଙ୍କୁ ପୂଜା କଲେ ଜୀବନର ସମସ୍ତ ଅସୁବିଧାରୁ ମୁକ୍ତି ମିଳିଥାଏ ଓ ଅର୍ଥ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଦୂର କରିଥାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ୧୮ ଜୁଲାଇ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ହେବାକୁ ଯାଉଥିବାବେଳେ,ଆଉ କେତେକ ରାଶିଙ୍କ ଜୀବନରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ତେବେ ଆସନ୍ତୁ ଜାଣିବା କେଉଁ ରାଶି ୧୮ ଜୁଲାଇ ୨୦୨୪ ରେ ଉପକୃତ ହେବେ ଓ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।