ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କୋରୋନା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୫୯୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ଗଞ୍ଜାମରୁ ୭୩୨ ଜଣ ସଂକ୍ରମିତ ସାମିଲ ଅଛନ୍ତି ।

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କୋରୋନା

About the Author