• ଟିକାକରଣ କାର୍ଯ୍ୟକ୍ରମକୁ ଉଦଘାଟନ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ଭିଡ଼ିଓ କନଫରେନସିଂ ଜରିଆରେ ଉଦଘାଟନ କଲେ ମୋଦି
  • ପ୍ରଥମ ଦିନରେ ୩ ଲକ୍ଷ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଟିକା
  • ଏଥର ବର୍ଷ ଗଣତନ୍ତ୍ର ଦିବସରେ ରହିବେନି ବିଦେଶୀ ଅତିଥି
  • ଆଜି ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ।
  • ଲେଉଟିବ ଶୀତ! ଆସନ୍ତା ଦୁଇ ଦିନ ୭ ଜିଲ୍ଲାକୁ ଘନ କୁହୁଡି ସମ୍ଭାବନା
  • ରାମସେତୁର ରହସ୍ୟ ଖୋଜିବ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା

ଢାବା ପାର୍ଶ୍ୱରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ଗଞ୍ଜାମରେ ଚାଞ୍ଚଲ୍ୟ । ଢାବା ନିକଟରେ ରକ୍ତାକ୍ତ ମୃତଦେବ । କିଏ ଏବଂ କାହିଁକି ଏପରି ହୋଇଛି, ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ଢାବା ପାର୍ଶ୍ୱରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ
ପ୍ରତୀକାତ୍ମକ ଫଟୋ

ବ୍ରହ୍ମପୁର: ଗଞ୍ଜାମରେ ଚାଞ୍ଚଲ୍ୟ । ଢାବା ନିକଟରେ ରକ୍ତାକ୍ତ ମୃତଦେବ । କିଏ ଏବଂ କାହିଁକି ଏପରି ହୋଇଛି, ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ସୂଚନା ମୁତାବକ, ରବିବାର ସକାଳୁ ବ୍ରହ୍ମପୁର ଉପକଣ୍ଠ ଗୋଳନ୍ଥରା ଥାନା ଗୋବିନ୍ଦନଗର ଏକ ଢ଼ାବା ନିକଟରେ ମୃତଦେହ ଦେଖିବାକୁ ମିଳିଥିଲା । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏହାକୁ ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି । 

ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛି ଗୋଳନ୍ଥରା ପୋଲିସ । ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲିଛି । ଏହା ଦୁର୍ଘଟଣା ନା ହତ୍ୟା, ତାକୁ ନେଇ ପୋଲିସ ତଦନ୍ତ କରୁଛି । 

ଆହୁରି ପଢନ୍ତୁ; 'ମହା' ଶୁଣାଣି କରିବେ ସୁପ୍ରିମକୋର୍ଟର ଏହି ୩ ବିଚାରପତି