ରାଜ୍ୟରେ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୨

ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହେଲେଣି । ପୂର୍ବରୁ ୨ ଜଣଙ୍କ ମୃତ୍ୟୁ ହୋଇଥିଲା ।

ରାଜ୍ୟରେ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୨
Image Credit: ପ୍ରତୀକାତ୍ମକ ଫଟୋ

About the Author