ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି

ଆଜି ୯୧ଟି ନୂଆ ମାମଲା ସାମ୍ନାକୁ ଆସିଛି । ଏଥିମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଭଦ୍ରକ(୨୮)ର ରହିଛନ୍ତି ।

ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି
Image Credit: ପ୍ରତୀକାତ୍ମକ ଫଟୋ

About the Author