ପୁଣି ଜଣେ କୋଭିଡ୍ ଯୋଦ୍ଧାଙ୍କୁ କୋରୋନା

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧୦,୦୯୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୪୨ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ପୁଣି ଜଣେ କୋଭିଡ୍ ଯୋଦ୍ଧାଙ୍କୁ କୋରୋନା

About the Author