• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • PHH
  • THS
  • Business
  • Techlusive
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Bhubneshwar
  • /ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ମୁଖ୍ୟମନ୍ତ୍ରୀ ନବୀନଙ୍କ ଶୁଭେଚ୍ଛା

Edited ByZee Odisha Desk
Published: Jul 01, 2020, 09:46 AM IST|Updated: Jul 01, 2020, 09:46 AM IST
joinshare
ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

About the Author

    Zee Odisha Desk

    Zee Odisha Desk

    Trending

    • News
    • Photos
    • Videos
    Top 10 News: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ରାତି ପାହିଲେ ଉଡିବ ତ୍ରିରଙ୍ଗା ଓ ଅନ୍ୟ ଖବର

    Top 10 News: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ରାତି ପାହିଲେ ଉଡିବ ତ୍ରିରଙ୍ଗା ଓ ଅନ୍ୟ ଖବର

    2

    ଜୀ-ସାର୍ଥକରେ ଦେଖନ୍ତୁ ନୂଆ ସିନେମା ‘ଜଗା ପରି ଭାଇ ଜଗତେ ନାହିଁ’

    3

    ୮୦ତମ ସ୍ବାଧୀନତା ଦିବସ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

    4

    Odisha Police: ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ବ

    5

    Odisha Flood: ୬ ଜିଲ୍ଲା ୫୨ ବ୍ଲକ ବନ୍ୟା ପ୍ରଭାବିତ- SRC ରାଜେଶ ପ୍ରଭାକର ପାଟିଲ

    ଭୁବନେଶ୍ୱର: ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଏହି ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। 

    ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ,  ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହିତ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। ଜୟ ଜଗନ୍ନାଥ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ମାଧ୍ୟମରେ କହିଛନ୍ତି। 

    ଏହା ସହିତ ପବିତ୍ର ବାହୁଡ଼ା ଯାତ୍ରାର ସିଧାପ୍ରସାରଣ ଦେଖିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି।

     

     

    Add Zee News as a Preferred Source
    TAGS:
    Naveen Pattnaik
    Chief minister
    Odisha
    Bahuda Jatra