ପୂର୍ବତନ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼, ୫ ଗୁରୁତର

ଗତକାଲି ବିଳମ୍ବିତ ରାତିରେ ଏହି ବୋମାମାଡ଼ ହୋଇଛି । ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରକୁ ୧୫ରୁ ଉର୍ଦ୍ଧ୍ୱ ବୋମାମାଡ଼ କରିଥିଲେ ଦୁର୍ବୃତ୍ତ ।

ପୂର୍ବତନ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼, ୫ ଗୁରୁତର
Image Credit: ଫଟୋ ସୌଜନ୍ୟ: ଜୀ ମିଡିଆ

About the Author