ମାଗଣାରେ ୫ ମାସ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମିଳିବ ଚାଉଳ-ଡାଲି

ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ମାଗଣାରେ ୫ ମାସ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମିଳିବ ଚାଉଳ-ଡାଲି

About the Author