• ସୁନ୍ଦରଗଡ଼ ବାଲିଶଙ୍କରା ପଞ୍ଚାୟତର ସବୁ ଗାଁ ଲକ୍‌ଡାଉନ୍
  • କାଲିଠୁ ୭ ଦିନ ପାଇଁ ଲକ୍‌ଡାଉନ୍ ଘୋଷଣା କଲେ ସରପଞ୍ଚ
  • କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦିୟୁରପ୍ପା କୋରୋନା ପଜିଟିଭ
  • ଏଣିକି ପ୍ରତି ଶନିବାର ଓ ରବିବାର ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ବନ୍ଦ
  • ଆସନ୍ତା ୨୪ ତାରିଖଠାରୁ ଲାଗୁ ହେବ କଟକଣା
  • କଟକ DCP ଅଫିସରେ ହେଲା ହାଇଦରର କୋଭିଡ ଟେଷ୍ଟ
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କୋରୋନା
  • ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୩ ହଜାର ଟପିଲା
  • ମାସ୍କ ପ୍ରସଙ୍ଗରେ ଉତ୍ତରପ୍ରଦେଶ ସରକାରଙ୍କ ବଡ ନିଷ୍ପତ୍ତି
  • ମାସ୍କ ନ ପିନ୍ଧିଲେ ପ୍ରଥମ ଥର ୧୦୦୦, ୨ୟ ଥର ୧୦ହଜାର ଜରିମାନା

'ମୋ ସରକାର'ରେ ସାମିଲ ହେଲା ମମତା ଯୋଜନା

ହିତାଧିକାରୀଙ୍କ ସହ କିପରି ଭଲ  ବ୍ୟବହାର କରାଯିବ, ତାକୁ ପ୍ରାଥମିକତା ଦିଆଯିବ ।

'ମୋ ସରକାର'ରେ ସାମିଲ ହେଲା ମମତା ଯୋଜନା

ଭୁବନେଶ୍ୱର: 'ମୋ ସରକାର'ରେ ସାମିଲ ହେଲା ମମତା ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍ଫରେନ୍ସି ଦ୍ଵାରା ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ହିତାଧିକାରୀଙ୍କ ସହ କିପରି ଭଲ  ବ୍ୟବହାର କରାଯିବ, ତାକୁ ପ୍ରାଥମିକତା ଦିଆଯିବ । ଖୋଦ ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀ ମଧ୍ୟ ବିଭିନ୍ନ ସମୟରେ ଲୋକଙ୍କ ଫିଡ଼ବ୍ୟାକ ନେଉଛନ୍ତି । ଏ ଯାଏଁ  ୪୦ ଲକ୍ଷ ମହିଳା ଏହି ଯୋଜନାରେ ଉପକୃତ ହୋଇଛନ୍ତି । ସମସ୍ତ ଗର୍ଭବତୀଙ୍କୁ ଅନୁରୋଧ, ପାଖ ଅଙ୍ଗନବାଡ଼ିରେ ପଞ୍ଜିକରଣ କରି ସରକାରୀ ହସ୍ପିଟାଲରୁ ସୁବିଧା ପାଆନ୍ତୁ ବୋଲି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ।

Tags: