ଗଞ୍ଜାମରେ ରେକର୍ଡ ଭାଙ୍ଗୁଛି କୋରୋନା, ରାଜ୍ୟରେ ୪୯୫ ନୂଆ ପଜିଟିଭ

ରାଜ୍ୟରେ ରେକର୍ଡ ଭାଙ୍ଗିଛି କୋରୋନା। ବିଗତ ୨୪ ଘଣ୍ଚା ମଧ୍ୟରେ ସର୍ବାଧିକ ୪୯୫ଟି ମାମଲା ସାମ୍ନାକୁ ଆସିଛି। ଏହି ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମ ଶୀର୍ଷରେ ରହିଛି। ଲଗାତାର ଭାବେ ଜିଲ୍ଲାରେ କୋରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ଦୁଇଶହ ଅତିକ୍ରମ କରିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୬ଟି ସଂକ୍ରମିତ ମା

ଗଞ୍ଜାମରେ ରେକର୍ଡ ଭାଙ୍ଗୁଛି କୋରୋନା, ରାଜ୍ୟରେ ୪୯୫ ନୂଆ ପଜିଟିଭ

About the Author