• ବିଧାନସଭାରେ ଉପସ୍ଥାପିତ ହେଉଛି ରାଜ୍ୟ ବଜେଟ
  • ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କରୁଛନ୍ତି ଉପସ୍ଥାପନ
  • ବଜେଟ-୨୦୨୦ ଉପରେ ରାଜ୍ୟବାସୀଙ୍କ ନଜର
  • ଆଇପିଏଲ ଅପଡେଟ: ମାର୍ଚ୍ଚ ୨୯ରୁ ଆଇପିଏଲ ମହାକୁମ୍ଭ, ମେ ୨୪ରେ ଫାଇନାଲ
  • ଆଇପିଏଲ ଅପଡେଟ: ମୁମ୍ବାଇରେ ଚେନ୍ନାଇ ଓ ମୁମ୍ବାଇ ମଧ୍ୟରେ ଖେଳାଯିବ ଉଦଘାଟନୀ ମ୍ୟାଚ
  • ଇଷ୍ଟାଗ୍ରାମରେ କୋହଲିଙ୍କ ବିରାଟ ରେକର୍ଡ
  • ପ୍ରଥମ ଭାରତୀୟ ଭାବେ ୫୦ ମିଲିୟନ ଫଲୋୟର୍ସ

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃର୍ଦ୍ଧି । ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହା ବୃଦ୍ଧି ହୋଇଛି । ଆଉ ଏହାପରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । 

ଆହୁରି ପଢ଼ନ୍ତୁ; ମୋଦିଙ୍କ ସେହି କେଇପଦ କଥା, ଯାହା ଲେଖି ଦେଇଥିଲା ପୁଲୱାମା ବଦଲା କାହାଣୀ