• ସୁପ୍ରିମକୋର୍ଟର ୬ ବିଚାରପତିଙ୍କୁ ସ୍ୱାଇନ ଫ୍ଲୁ
  • ନାନକପୁରା ସ୍କୁଲ ବୁଲିଲେ ଆମେରିକାର ପ୍ରଥମ ମହିଳା
  • ଭାରତ ଭ୍ରମଣକୁ କେବେ ଭୁଲି ହେବ ନାହିଁ: ମେଲାନିଆ
  • ଦିଲ୍ଲୀ ହିଂସା ଘଟଣା
  • ହିଂସାକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ନେଇ ସୂଚନା
  • ମୃତକଙ୍କ ମଧ୍ୟରେ ଜଣେ ପୋଲିସ ହେଡ୍ କଷ୍ଟବଲ
  • ହିଂସାକାଣ୍ଡକୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ
  • ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଥିଲେ ଉପସ୍ଥିତ
  • କପିଲ ମିଶ୍ରାଙ୍କ ବୟାନକୁ ନେଇ ବଢ଼ୁଛି ବିବାଦ
  • ଦଳ ଭିତରୁ ପ୍ରତିବାଦର ସ୍ୱର

ଅଗଷ୍ଟ ଭିତରେ ସରିବ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ପାଇଁ ଜମି ଅଧିଗ୍ରହଣ

ଏଥର ରେଳବାଇ ଅନୁଦାନ କମିବା ପରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗଠିତ ଗୃହ କମିଟି ଦିଲ୍ଲୀ ଯାଇ ରେଳମନ୍ତ୍ରୀଙ୍କୁ ଭେଟିଥିଲେ ।

ଅଗଷ୍ଟ ଭିତରେ ସରିବ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ପାଇଁ ଜମି ଅଧିଗ୍ରହଣ
ପ୍ରତୀକାତ୍ମକ ଫଟୋ

ଯଯାତି ମହାନ୍ତି, ଭୁବନେଶ୍ୱର: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଶେଷ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ବଳକା ଜମି ଅଧିଗ୍ରହଣ ଅଗଷ୍ଟ ମାସ ସୁଦ୍ଧା ସରିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି । ଆଜି ଲୋକସେବା ଭବନରେ ପରିବହନ, ରାଜସ୍ୱ ଓ ଜଙ୍ଗଲ ଅଧିକାରୀଙ୍କ ଏକ ମଳିତ ବୈଠକରେ ମନ୍ତ୍ରୀ ଜମି ଅଧିଗ୍ରହଣ ସ୍ଥିତିର ସମୀକ୍ଷା କରିଥିଲେ । 

ଏଥର ରେଳବାଇ ଅନୁଦାନ କମିବା ପରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗଠିତ ଗୃହ କମିଟି ଦିଲ୍ଲୀ ଯାଇ ରେଳମନ୍ତ୍ରୀଙ୍କୁ ଭେଟିଥିଲେ । ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନିତ ହେଲେ ଅଧିକ ଅନୁଦାନ ମିଳିବାରେ ସମସ୍ୟା ନାହିଁ ବୋଲି କହିଥିଲେ ରେଳମନ୍ତ୍ରୀ । ପରେ ରାଜ୍ୟ ସରକାର ଏହାକୁ ନେଇ ତତ୍ପରତା ଦେଖାଇଛନ୍ତି ।