Odisha Weather Update: ସକ୍ରିୟ ହେଲା ମୌସୁମୀ, ୨ ଦିନ ପ୍ରବଳ ବର୍ଷିବ !

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain) ସମ୍ଭାବନା ରହିଛି ।

Odisha Weather Update: ସକ୍ରିୟ ହେଲା ମୌସୁମୀ, ୨ ଦିନ ପ୍ରବଳ ବର୍ଷିବ !
Image Credit: ପ୍ରତୀକାତ୍ମକ ଫଟୋ

About the Author