Odisha CM: `ମିଶନ ଶକ୍ତି`ର ଦେଶଭକ୍ତି, ୪ ଜିଲ୍ଲାର ମହିଳାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ମା`ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

Fri, 09 Sep 2022-5:01 pm,
1/5

ଶୁକ୍ରବାର ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା'ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। 

2/5

ଜାତୀୟ ପତାକା ତିଆରି ପରି ଗୁରୁଦାୟିତ୍ୱ ଅର୍ପଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି ମା'ମାନେ ଧନ୍ୟବାଦ ଜଣାଇଲେ।

3/5

ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା'ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

4/5

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା'ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।

5/5

ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା'ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link