ବୌଦ୍ଧ ଜିଲ୍ଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ଛୁଇଁଲା କୋରୋନା

ଜିଲ୍ଲାରେ ଗୋଟିଏ ଦିନରେ ୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ରୋକିବା ପାଇଁ ସମସ୍ତ ଡାକ୍ତରଖାନା, ଥାନାକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ଅନିର୍ଦ୍ଧିଷ୍ଟ କାଳ ଯାଏଁ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ବୌଦ୍ଧ ଜିଲ୍ଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ଛୁଇଁଲା କୋରୋନା
Image Credit: ଫାଇଲ ଫଟୋ

About the Author