ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୩୩୦୩ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧,୦୯,୭୮୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୫୧୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୩୩୦୩ କୋରୋନା ଆକ୍ରାନ୍ତ

About the Author