ରାଜ୍ୟରେ ୧୦୦ ଛୁଇଁଲା କୋରୋନା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଶହେ ଛୁଇଁଛି ମୃତ୍ୟୁ ସଂଖ୍ୟା। ଆଜି କୋରୋନାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୩ରେ ପହଞ୍ଚିଛି। ସେପଟେ ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା, କଟକ, ଗଜପତି, ଜଗତସିଂହପୁର, ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏଁ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ରାଜ୍ୟର ହଟସ୍ପଟ ଜିଲ୍ଲା ଗଞ୍ଜାମରେ ଆଜି କୌଣସି ମୃ

ରାଜ୍ୟରେ ୧୦୦ ଛୁଇଁଲା କୋରୋନା ମୃତ୍ୟୁ ସଂଖ୍ୟା

About the Author